Online Bible

- Reklamy -




2 ରାଜାବଳୀ 3:14 - ଓଡିଆ ବାଇବେଲ

14 ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ଇଲୀଶାୟ କହିଲେ, ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ କି ତୁମ୍ଭକୁ ଦେଖନ୍ତି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

14 ପୁଣି ଇଲୀଶାୟ କହିଲେ, “ମୁଁ ଯିହୁଦାର ରାଜା ଯିହୋଶାଫ‌ଟଙ୍କୁ ସମ୍ମାନ କରେ ଓ ମୁଁ, ସଦାପ୍ରଭୁ ସର୍ବଶକ୍ତିମୟଙ୍କର ସେବା କରେ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ପ୍ରତିଜ୍ଞା କରୁଛି, କେବଳ ଯିହୋଶାଫ‌ଟଙ୍କ ସକାଶେ ମୁଁ ଏଠାକୁ ଆସିଲି। ଯଦି ଯିହୋଶାଫଟ୍ ଏଠି ନ ଥା’ନ୍ତେ ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ଅବଜ୍ଞା କରିଥା’ନ୍ତି। ମୁଁ ତୁମ୍ଭ ଆଡ଼େ ସମ୍ପୂର୍ଣ୍ଣ ଦୃଷ୍ଟି ପକାଇ ନ ଥା’ନ୍ତି।

Viz kapitola kopírovat




2 ରାଜାବଳୀ 3:14

Následuj nás:

Reklamy


Reklamy