2 ରାଜାବଳୀ 3:21 - ଓଡିଆ ବାଇବେଲ21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣା-ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା-ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ। Viz kapitolaପବିତ୍ର ବାଇବଲ21 ମୋୟାବୀୟମାନେ ଶୁଣିଲେ ଯେ ରାଜାମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଛନ୍ତି। ତେଣୁ ସେମାନେ ସମସ୍ତେ ଏପରିକି ଅତ୍ୟଧିକ ବୃଦ୍ଧମାନେ ମଧ୍ୟ ସାଞ୍ଜୁ ପରିଧାନ କରି ଏକତ୍ରିତ ହେଲେ ଓ ଯୁଦ୍ଧ ପାଇଁ ସୀମାନ୍ତରେ ଅପେକ୍ଷା କରି ରହିଲେ। Viz kapitola |