Online Bible

- Reklamy -




2 ରାଜାବଳୀ 3:22 - ଓଡିଆ ବାଇବେଲ

22 ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟ-ମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।

Viz kapitola kopírovat

ପବିତ୍ର ବାଇବଲ

22 ମୋୟାବୀୟମାନେ ପ୍ରଭାତରେ ଉଠିଲା ବେଳେ ସେହି ସମୟରେ ସୂର୍ଯ୍ୟ ଜଳ ଉପରେ ଚମୁକୁ ଥିଲା। ସେମାନେ ଏହାକୁ ସେମାନଙ୍କର ରକ୍ତ ତୁଲ୍ୟ ରଙ୍ଗପରି ଦେଖିଲେ।

Viz kapitola kopírovat




2 ରାଜାବଳୀ 3:22

Následuj nás:

Reklamy


Reklamy