2 ରାଜାବଳୀ 4:2 - ଓଡିଆ ବାଇବେଲ2 ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ? ମୋତେ କୁହ; ଘରେ ତୁମ୍ଭର କ’ଣ ଅଛି ?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଇଲୀଶାୟ ତାହାକୁ କହିଲେ, ମୁଁ ତୁମ୍ଭ ପାଇଁ କଅଣ କରିବି? ମୋତେ କୁହ; ଘରେ ତୁମ୍ଭର କଅଣ ଅଛି? ଏଥିରେ ସେ କହିଲା, ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।” Viz kapitolaପବିତ୍ର ବାଇବଲ2 ତହୁଁ ଇଲୀଶାୟ କହିଲେ, “ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ଏବେ କୁହ, ତୁମ୍ଭ ଘରେ କ’ଣ ଅଛି?” ତହୁଁ ସ୍ତ୍ରୀଲୋକଟି କହିଲା, “ଏକ ତୈଳ ପାତ୍ର ଛଡ଼ା ମୋର ଘରେ ଆଉ କିଛି ନାହିଁ।” Viz kapitola |