Online Bible

- Reklamy -




2 ରାଜାବଳୀ 4:30 - ଓଡିଆ ବାଇବେଲ

30 ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଏଥିରେ ବାଳକର ମାତା କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ । ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।

Viz kapitola kopírovat

ପବିତ୍ର ବାଇବଲ

30 ଏଥିରେ ବାଳକର ମା କହିଲା, “ମୁଁ ଶପଥ କରୁଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପର୍ଯ୍ୟନ୍ତ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ଇଲୀଶାୟ ଉଠି ତାଙ୍କ ପଛେ ପଛେ ଗ୍ଭଲିଲେ।

Viz kapitola kopírovat




2 ରାଜାବଳୀ 4:30

Následuj nás:

Reklamy


Reklamy