Online Bible

- Reklamy -




2 ରାଜାବଳୀ 4:31 - ଓଡିଆ ବାଇବେଲ

31 ଏଥି ମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରି ଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଏଥି ମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ଭେଟିବା ପାଇଁ ଫେରି ଆସି ତାଙ୍କୁ ଜଣାଇ କହିଲା, ବାଳକ ଜାଗି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

31 ଇଲୀଶାୟ ଓ ଶୁନେମୀୟା ପହଞ୍ଚିବା ପୂର୍ବରୁ ଗିହେଜୀ ସ୍ତ୍ରୀଲୋକଟିର ଘରେ ପହଞ୍ଚିଲା। ସେ ଆଶାବାଡ଼ିକୁ ବାଳକର ମୁଖ ଉପରେ ରଖିଲା। ମାତ୍ର ପିଲାଟିର କୌଣସି ରବ କି ଶବ୍ଦ ହେଲା ନାହିଁ। ତା'ପରେ ଗିହେଜୀ ଫେରି ଆସି ଇଲୀଶାୟଙ୍କୁ ଭେଟି ଜଣାଇଲା, “ବାଳକଟି ଉଠିଲା ନାହିଁ।”

Viz kapitola kopírovat




2 ରାଜାବଳୀ 4:31

Následuj nás:

Reklamy


Reklamy