Online Bible

- Reklamy -




2 ରାଜାବଳୀ 4:44 - ଓଡିଆ ବାଇବେଲ

44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଉଚ୍ଛିଷ୍ଟ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

44 ତା'ପରେ ଇଲୀଶାୟଙ୍କ ସେବକ ସେହି ଲୋକମାନଙ୍କ ସମ୍ମୁଖରେ ଖାଦ୍ୟ ରଖିଲେ। ସେମାନେ ସମସ୍ତେ ଖାଦ୍ୟ ଖାଇଲାପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଉଚ୍ଛିଷ୍ଟ ରଖିଲେ।

Viz kapitola kopírovat




2 ରାଜାବଳୀ 4:44

Následuj nás:

Reklamy


Reklamy