2 ରାଜାବଳୀ 4:6 - ଓଡିଆ ବାଇବେଲ6 ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋ’ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ପାତ୍ରସବୁ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, ଆଉ ଗୋଟିଏ ପାତ୍ର ମୋʼ କତିକି ଆଣ। ଏଥିରେ ସେ ତାହାକୁ କହିଲା, ଆଉ ପାତ୍ର ନାହିଁ। ତହିଁରେ ତୈଳ ବନ୍ଦ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା। Viz kapitolaପବିତ୍ର ବାଇବଲ6 ସେ ଅନେକ ପାତ୍ର ପୂର୍ଣ୍ଣ କଲା। ଶେଷରେ ତା'ର ପୁଅମାନଙ୍କୁ କହିଲା, “ମୋତେ ଆଉ ଗୋଟିଏ ପାତ୍ର ଦିଅ।” ମାତ୍ର ପୁଅମାନଙ୍କ ମଧ୍ୟରୁ ଗୋଟିଏ ପୁଅ କହିଲା ସମସ୍ତ ପାତ୍ର ପୂର୍ଣ୍ଣ ହୋଇଅଛି, “ଆଉ କୌଣସି ପାତ୍ର ନାହିଁ।” ସେହି ସମୟରେ ସେ ପାତ୍ରରୁ ତୈଳ ବନ୍ଦ ହେଲା। Viz kapitola |