Online Bible

- Reklamy -




2 ରାଜାବଳୀ 5:16 - ଓଡିଆ ବାଇବେଲ

16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ସେ କହିଲେ, ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ। ତହୁଁ ସେ ତାହା ଗ୍ରହଣ କରିବା ପାଇଁ ତାଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ନାସ୍ତି କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।

Viz kapitola kopírovat

ପବିତ୍ର ବାଇବଲ

16 ମାତ୍ର ଇଲୀଶାୟ କହିଲେ, “ମୁଁ ସଦାପ୍ରଭୁଙ୍କ ସେବା କରୁଛି। ମୁଁ ଶପଥ କରି କହୁଛି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ କୌଣସି ଉପହାର ଗ୍ରହଣ କରିବି ନାହିଁ।” ନାମାନ୍ ତାଙ୍କୁ ବହୁତ ଅନୁରୋଧ କଲେ ମଧ୍ୟ ସେ ମନା କରିଦେଲେ।

Viz kapitola kopírovat




2 ରାଜାବଳୀ 5:16

Následuj nás:

Reklamy


Reklamy