2 ରାଜାବଳୀ 5:17 - ଓଡିଆ ବାଇବେଲ17 ଏଥିରେ ନାମାନ୍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଥିରେ ନାମାନ୍ କହିଲା, ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର-ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିରେ ନାମାନ୍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ। Viz kapitolaପବିତ୍ର ବାଇବଲ17 ଏଥିରେ ନାମାନ୍ କହିଲେ, “ଆପଣ ଏହା ଯଦି ସ୍ୱୀକାର ନ କରନ୍ତି, ତେବେ ମୁଁ ବିନୟ କରୁଛି, ମୋ’ ପାଇଁ ଏହା କରନ୍ତୁ। ଆପଣଙ୍କ ଏ ଦାସକୁ ଦୁଇ ଖଚରର ଭାରମାଟି ଦିଆଯାଉ। କାରଣ ଆଜି ପର୍ଯ୍ୟନ୍ତ ଆପଣଙ୍କ ଏ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ବଳିଦାନ କି ହୋମବଳି ଉତ୍ସର୍ଗ କରିବ ନାହିଁ। Viz kapitola |