Online Bible

- Reklamy -




2 ରାଜାବଳୀ 5:22 - ଓଡିଆ ବାଇବେଲ

22 ତହିଁରେ ସେ କହିଲା, “ସବୁ କୁଶଳ। ମୋ’ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ସେ କହିଲା, ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳ; ରୂପା ଓ ଦୁଇ ସାଜ ପୋଷାକ ଦିଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”

Viz kapitola kopírovat

ପବିତ୍ର ବାଇବଲ

22 ଏହା ପରେ ଗିହେଜୀ କହିଲା, “ହଁ, ସବୁ କୁଶଳ। ମୋର ମହାଶୟ ଇଲୀଶାୟ ମୋତେ ତୁମ୍ଭକୁ କହିବାକୁ ପଠାଇଛନ୍ତି, ‘ଦେଖ ଏହିକ୍ଷଣି ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁତ୍ରଗଣ ମଧ୍ୟରୁ ଦୁଇଜଣ ଯୁବକ ଆସିଲେ, ମୁଁ ବିନୟ କରୁଛି ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”

Viz kapitola kopírovat




2 ରାଜାବଳୀ 5:22

Následuj nás:

Reklamy


Reklamy