2 ରାଜାବଳୀ 5:25 - ଓଡିଆ ବାଇବେଲ25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ? ତହୁଁ ସେ କହିଲା, ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।” Viz kapitolaପବିତ୍ର ବାଇବଲ25 ଏହା ପରେ ସେ ଭିତରକୁ ଯାଇ ଆପଣା ମହାଶୟ ସମ୍ମୁଖରେ ଛିଡ଼ା ହେଲା। ତହୁଁ ଇଲୀଶାୟ ଗିହେଜୀକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ଗିହେଜୀ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।” Viz kapitola |