Online Bible

- Reklamy -




2 ରାଜାବଳୀ 5:26 - ଓଡିଆ ବାଇବେଲ

26 ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା ? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଏଥିରେ ଇଲୀଶାୟ ତାହାକୁ କହିଲେ, ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା ଗ୍ରହଣ କରିବାର ଓ ବସ୍ତ୍ର ଓ ଜୀତକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ମେଷ ଓ ଗୋରୁ ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?

Viz kapitola kopírovat

ପବିତ୍ର ବାଇବଲ

26 ଏଥିରେ ଇଲୀଶାୟ ତାକୁ କହିଲେ, “ଏହା ସତ୍ୟ ନୁହେଁ କି? ସେ ଲୋକ ତୁମ୍ଭକୁ ଭେଟିବାକୁ ଯେତେବେଳେ ନିଜ ରଥରୁ ଫେରି ଆସିଲା, ସେତେବେଳେ ମୋର ଅନ୍ତଃକରଣ ତୁମ୍ଭ ସାଥୀରେ ଥିଲା? ଅର୍ଥ, ବସ୍ତ୍ର, ତୈଳ, ଦ୍ରାକ୍ଷା, ମେଷ, ଗୋରୁ ଓ ଦାସ-ଦାସୀ ଗ୍ରହଣ କରିବାର ତାହା କ’ଣ ସମୟ ନୁହେଁ?

Viz kapitola kopírovat




2 ରାଜାବଳୀ 5:26

Následuj nás:

Reklamy


Reklamy