2 ରାଜାବଳୀ 5:4 - ଓଡିଆ ବାଇବେଲ4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁକୁ ଜଣାଇ କହିଲା, ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।” Viz kapitolaପବିତ୍ର ବାଇବଲ4 ନାମାନ୍ ନିଜର ପ୍ରଭୁ ଅରାମ୍ର ରାଜାଙ୍କ ନିକଟକୁ ଯାଇ ଇସ୍ରାଏଲୀୟ ବାଳିକା ଯାହା କହିଥିଲେ ସବୁ କହିଲେ। Viz kapitola |