2 ରାଜାବଳୀ 5:5 - ଓଡିଆ ବାଇବେଲ5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ଅରାମର ରାଜା କହିଲା, ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ-ରାଜାଙ୍କ ନିକଟକୁ ଖଣ୍ତେ ପତ୍ର ପଠାଇବି। ତହୁଁ ସେ ଆପଣା ସଙ୍ଗେ ଦଶ ତାଳ; ରୂପା ଓ ଛଅ ସହସ୍ର ସ୍ଵର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା। Viz kapitolaପବିତ୍ର ବାଇବଲ5 ତା'ପରେ ଅରାମ୍ର ରାଜା କହିଲେ, “ବର୍ତ୍ତମାନ ତୁମ୍ଭେ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଏକ ପତ୍ର ପଠାଇବି।” ତହୁଁ ସେ ଗଲାବେଳେ ଦଶ ତାଳନ୍ତ ରୂପା 6,000 ସୁନା ଖଣ୍ତ ଓ ଦଶ ସାଜ ପୋଷାକ ଉପହାର ସ୍ୱରୂପ ସଙ୍ଗରେ ନେଲେ। Viz kapitola |