2 ରାଜାବଳୀ 5:6 - ଓଡିଆ ବାଇବେଲ6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହୁଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।” Viz kapitolaପବିତ୍ର ବାଇବଲ6 ନାମାନ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଅରାମ୍ ରାଜାଙ୍କଠାରୁ ଖଣ୍ଡେ ପତ୍ର ନେଲେ। ଚିଠିରେ ଲେଖାଥିଲା, “ମୁଁ ମୋର ଦାସ ନାମାନଙ୍କୁ ତୁମ୍ଭ ପାଖକୁ ପଠାଇଲି। ଦୟାକରି ତାକୁ ଚର୍ମ ରୋଗରୁ ଆରୋଗ୍ୟ କର।” Viz kapitola |