2 ରାଜାବଳୀ 5:7 - ଓଡିଆ ବାଇବେଲ7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ’ ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ଵର କି ମୁଁ, ଯେ ଏ ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।” Viz kapitolaପବିତ୍ର ବାଇବଲ7 ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।” Viz kapitola |