2 ରାଜାବଳୀ 6:15 - ଓଡିଆ ବାଇବେଲ15 ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୁ ! ଆମ୍ଭେମାନେ କଅଣ କରିବା ?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ପରମେଶ୍ଵରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାʼନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ଵ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, ହାୟ, ମୋହାର ପ୍ରଭୋଣ! ଆମ୍ଭେମାନେ କଅଣ କରିବା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୋ! ଆମ୍ଭେମାନେ କଅଣ କରିବା?” Viz kapitolaପବିତ୍ର ବାଇବଲ15 ଇଲୀଶାୟର ଦାସ ପ୍ରତ୍ୟୁଷରୁ ଉଠି ବାହାରକୁ ଗଲା ଓ ନଗରର ଚତୁର୍ଦ୍ଦିଗରେ ଅଶ୍ୱାରୋହୀ ଓ ରଥାରୋହୀମାନଙ୍କୁ ବେଢ଼ି ରହିଥିବାର ଦେଖିଲା। ତହୁଁ ସେ ଯାଇ ଇଲୀଶାୟଙ୍କୁ କହିଲା, “ହେ ମୋର ପ୍ରଭୁ, ଆମ୍ଭେମାନେ କ’ଣ କରିବା?” Viz kapitola |