Online Bible

- Reklamy -




2 ରାଜାବଳୀ 6:18 - ଓଡିଆ ବାଇବେଲ

18 ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର। ଏଥିରେ ସେ ଇଲୀଶାୟଙ୍କର ବାକ୍ୟାନୁଯାୟୀ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।

Viz kapitola kopírovat

ପବିତ୍ର ବାଇବଲ

18 ତା'ପରେ ଅରାମର ସୈନ୍ୟଗଣ ଇସ୍ରାଏଲରେ ପହଞ୍ଚିଲେ। ଇଲୀଶାୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଛି, ସେହି ଲୋକମାନଙ୍କୁ ଅନ୍ଧ କରି ଦିଅନ୍ତୁ।” ଇଲୀଶାୟଙ୍କ ପ୍ରାର୍ଥନା ଅନୁସାରେ ସଦାପ୍ରଭୁ ଅରାମର ସୈନ୍ୟମାନଙ୍କୁ ଅନ୍ଧ କରିଦେଲେ।

Viz kapitola kopírovat




2 ରାଜାବଳୀ 6:18

Následuj nás:

Reklamy


Reklamy