2 ରାଜାବଳୀ 6:19 - ଓଡିଆ ବାଇବେଲ19 ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋ’ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, ଏ ସେ ପଥ ନୁହେଁ, କି ଏ ସେ ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା କତିକି ତୁମ୍ଭମାନଙ୍କୁ ନେଇଯିବି। ତହୁଁ ସେ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ। Viz kapitolaପବିତ୍ର ବାଇବଲ19 ଇଲୀଶାୟ ଅରାମର ସୈନ୍ୟଗଣଙ୍କୁ କହିଲେ, “ଏହା ଠିକ୍ ପଥ ନୁହେଁ କି ଏହା ଠିକ୍ ନଗର ନୁହେଁ। ମୋତେ ଅନୁସରଣ କର, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଛ, ତା’ ନିକଟକୁ ମୁଁ ନେଇଯିବି।” ତା'ପରେ ସେ ଅରାମର ସେନା ଶମରିୟାକୁ ପରିଗ୍ଭଳିତ କଲେ। Viz kapitola |