2 ରାଜାବଳୀ 6:20 - ଓଡିଆ ବାଇବେଲ20 ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୁ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର। ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି। Viz kapitolaପବିତ୍ର ବାଇବଲ20 ଯେତେବେଳେ ସେମାନେ ଶମରିୟାରେ ପହଞ୍ଚିଲେ, ଇଲୀଶାୟ କହିଲେ, “ହେ ସଦାପ୍ରଭୁ, ଏମାନେ ଯେପରି ଦେଖି ପାରିବେ ଏଥିପାଇଁ ସେମାନଙ୍କ ଚକ୍ଷୁ ଖୋଲିଦିଅ।” ତା'ପରେ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ଖୋଲି ଦେବାରୁ, ସେମାନେ ଶମରିୟାରେ ଅଛନ୍ତି ବୋଲି ଦେଖିଲେ। Viz kapitola |