Online Bible

- Reklamy -




2 ରାଜାବଳୀ 6:25 - ଓଡିଆ ବାଇବେଲ

25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ତ ଅଶୀ ରୌପ୍ୟମୁଦ୍ରାରେ ଓ କପୋତ-ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ-ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।

Viz kapitola kopírovat

ପବିତ୍ର ବାଇବଲ

25 ନଗର ଅବରୋଧ ଥିଲା। ଲୋକେ ନଗର ଭିତରକୁ ଖାଦ୍ୟ ଆଣି ପାରିଲେ ନାହିଁ। ଫଳରେ ସେଠାରେ ମହାଦୁର୍ଭିକ୍ଷ ଦେଖା ଦେଲା। ଏପରି ଶୋଚନୀୟ ହେଲା ଶମରିୟାର ଗୋଟିଏ ଗର୍ଦ୍ଦଭ ମୁଣ୍ତ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତମଳର ଏକ ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେଲା।

Viz kapitola kopírovat




2 ରାଜାବଳୀ 6:25

Následuj nás:

Reklamy


Reklamy