Online Bible

- Reklamy -




2 ରାଜାବଳୀ 6:3 - ଓଡିଆ ବାଇବେଲ

3 ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ଜଣେ କହିଲା, ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ। ଏଥିରେ ସେ ଉତ୍ତର ଦେଲେ, ମୁଁ ଯିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”

Viz kapitola kopírovat

ପବିତ୍ର ବାଇବଲ

3 ତନ୍ମଧ୍ୟରୁ ଜଣେ କହିଲା, “ବିନୟ କରୁଛି, ଆପଣ ଆମ୍ଭ ସହିତ ଆସନ୍ତୁ।” ଇଲୀଶାୟ କହିଲେ, “ଭଲ କଥା, ମୁଁ ତୁମ୍ଭମାନଙ୍କ ସହିତ ଯିବି।”

Viz kapitola kopírovat




2 ରାଜାବଳୀ 6:3

Následuj nás:

Reklamy


Reklamy