2 ରାଜାବଳୀ 6:31 - ଓଡିଆ ବାଇବେଲ31 ତେବେ ସେ କହିଲେ, “ଯେବେ ଆଜି ଶାଫଟ୍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ତେବେ ସେ କହିଲେ, ଯେବେ ଆଜି ଶାଫଟର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତେବେ ସେ କହିଲେ, “ଯେବେ ଆଜି ଶାଫଟ୍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Viz kapitolaପବିତ୍ର ବାଇବଲ31 ରାଜା କହିଲେ, “ଯଦି ଇଲୀଶାୟର ମସ୍ତକ ତାହା ଦେହରେ ରହେ, ଆଜି ଦିନଠାରୁ ଶେଷ ଯାଏ ସଦାପ୍ରଭୁ ମୋତେ ଦଣ୍ତ ଦେଇ ପାରନ୍ତି।” Viz kapitola |