2 ରାଜାବଳୀ 6:33 - ଓଡିଆ ବାଇବେଲ33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି ?” Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କିହେତୁ ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?” Viz kapitolaପବିତ୍ର ବାଇବଲ33 ଇଲୀଶାୟ ଏହିପରି କଥାବାର୍ତ୍ତା କରୁଥିବା ବେଳେ, ସେ ଦୂତ ତାହା ପାଖକୁ ଆସିଲା, ଆଉ ସେ କହିଲା, “ଏହି ଅସୁବିଧା ସଦାପ୍ରଭୁଙ୍କଠାରୁ, ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?” Viz kapitola |