2 ରାଜାବଳୀ 6:5 - ଓଡିଆ ବାଇବେଲ5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋ’ ପ୍ରଭୁ ! ତାହା ତ ଉଧାରି-ବସ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, ହାୟ, ମୋʼ ପ୍ରଭୋ ! ତାହା ତ ଉଧାରି-ବସ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋʼ ପ୍ରଭୋ! ତାହା ତ ଉଧାରି-ବସ୍ତୁ।” Viz kapitolaପବିତ୍ର ବାଇବଲ5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ିଟିର ଲୁହା ବେଣ୍ଟରୁ ଖସି ପାଣିରେ ପଡ଼ିଗଲା। ଲୋକଟି ସଙ୍ଗେ ସଙ୍ଗେ ଚିତ୍କାର କରି କହିଲା, “ହାୟ, ମୋର ପ୍ରଭୁ, ମୁଁ କୁହ୍ରାଡ଼ିକୁ ମାଗି ଆଣିଥିଲି।” Viz kapitola |