2 ରାଜାବଳୀ 7:10 - ଓଡିଆ ବାଇବେଲ10 ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ସେମାନେ ଆସି ନଗରର ଦ୍ଵାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକି ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶଦ୍ଦ ନାହିଁ, ମାତ୍ର ଅଶ୍ଵ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ଵୁସବୁ ଯେପରି ଥିଲା, ସେପରି ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।” Viz kapitolaପବିତ୍ର ବାଇବଲ10 ତେଣୁ ଏହି କୁଷ୍ଠୀମାନେ ଆସି ନଗରର ଦ୍ୱାରୀକୁ ଡାକିଲେ। ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟ ଛାଉଣିକୁ ଯାଇଥିଲୁ ଏବଂ ସେଠାରେ କାହାକୁ ପାଇଲୁ ନାହିଁ। ଆମ୍ଭେ କୌଣସି ବ୍ୟକ୍ତି ବିଷୟରେ ଶୁଣିଲୁ ନାହିଁ। କୌଣସି ମଣିଷ ନ ଥିଲେ, କାହାରି ଶବ୍ଦ ଶୁଣିଲୁ ନାହିଁ। ଅଶ୍ୱ ଗର୍ଦ୍ଦଭ ସେଠାରେ ବନ୍ଧା ହୋଇ ରହିଛନ୍ତି ଓ ତମ୍ବୁଗୁଡ଼ିକ ସେହିପରି ଅଛି।” Viz kapitola |