Online Bible

- Reklamy -




2 ରାଜାବଳୀ 7:12 - ଓଡିଆ ବାଇବେଲ

12 ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରି ଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରି ଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରିଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”

Viz kapitola kopírovat

ପବିତ୍ର ବାଇବଲ

12 ସେହି ରାତ୍ରି ସମୟରେ ରାଜା ଉଠି ନିଜର ଦାସମାନଙ୍କୁ କହିଲେ, “ଅରାମୀୟ ସୈନ୍ୟମାନେ ଯାହା ଆମ୍ଭମାନଙ୍କ ପ୍ରତି କରିଛନ୍ତି ତାହା ମୁଁ ଏବେ କହିବି। ସେମାନେ ଜାଣନ୍ତି ଆମ୍ଭେମାନେ କ୍ଷୁଧାର୍ତ୍ତ। ତେଣୁ ସେମାନେ ଶିବିରରୁ ବାହାରି କ୍ଷେତ୍ର ମଧ୍ୟରେ ଲୁଚି ରହିଛନ୍ତି। ସେମାନେ ଭାବିଛନ୍ତି, ‘ଯେତେବେଳେ ଆମ୍ଭେମାନେ ନଗରରୁ ବାହାରିବା ସେମାନେ ଆମ୍ଭମାନଙ୍କୁ ଜୀବନ୍ତ ଧରି ନଗରରେ ପ୍ରବେଶ କରିବେ।’”

Viz kapitola kopírovat




2 ରାଜାବଳୀ 7:12

Následuj nás:

Reklamy


Reklamy