2 ରାଜାବଳୀ 7:14 - ଓଡିଆ ବାଇବେଲ14 ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହେତୁ ସେହି ଲୋକମାନେ ଅଶ୍ଵ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, ଯାଇ ଦେଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।” Viz kapitolaପବିତ୍ର ବାଇବଲ14 ତେଣୁ ସେମାନେ ଅଶ୍ୱ ସହିତ ଦୁଇଟି ରଥ ନେଲେ। ରାଜା ସେମାନଙ୍କୁ ଅରାମୀୟ ସୈନ୍ୟମାନଙ୍କ ପଛେ ପଠାଇଲେ। ରାଜା ସେମାନଙ୍କୁ କହିଲେ, “ଯାଅ ଏବଂ ଦେଖ କ’ଣ ଘଟିଛି?” Viz kapitola |