Online Bible

- Reklamy -




2 ରାଜାବଳୀ 7:4 - ଓଡିଆ ବାଇବେଲ

4 ଯଦି କହୁ, ଆମ୍ଭେମାନେ ନଗରରେ ପ୍ରବେଶ କରିବା, ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଯେବେ କହୁ, ଆମ୍ଭେମାନେ ନଗରରେ ପ୍ରବେଶ କରିବା, ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯେବେ ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯେବେ ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯେବେ ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”

Viz kapitola kopírovat

ପବିତ୍ର ବାଇବଲ

4 ଶମରିୟାରେ ଦୁର୍ଭିକ୍ଷ, ଆମ୍ଭେମାନେ ଯଦି ନଗର ଭିତରକୁ ଯିବା ତେବେ ମରିବା। ଯଦି ଏହି ସ୍ଥାନରେ ରହିବା, ତେବେ ବି ମରିବା। ତେଣୁ ଗ୍ଭଲ ଅରାମୀୟ ସୈନ୍ୟ ଶିବିରକୁ ଯିବା। ଯଦି ସେମାନେ ବଞ୍ଚାଇବେ, ତେବେ ଆମ୍ଭେ ବଞ୍ଚିବା। ଯେବେ ଆମ୍ଭକୁ ମାରିବେ, ତେବେ ଆମ୍ଭେମାନେ ମରିବା।”

Viz kapitola kopírovat




2 ରାଜାବଳୀ 7:4

Následuj nás:

Reklamy


Reklamy