2 ରାଜାବଳୀ 7:5 - ଓଡିଆ ବାଇବେଲ5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏଣୁ ସେମାନେ ଅରାମୀୟମାନଙ୍କ ଛାଉଣିକି ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ। Viz kapitolaପବିତ୍ର ବାଇବଲ5 ତେଣୁ ସେହି ଦିନ ସନ୍ଧ୍ୟାରେ ସେ ଗ୍ଭରିଜଣ କୁଷ୍ଠୀ ଅରାମୀୟ ଶିବିରକୁ ଗଲେ। ସେମାନେ ଅରାମୀୟ ଶିବିରର ବାହାର ସୀମାରେ ପହଞ୍ଚି ଦେଖିଲେ, ସେଠାରେ କୌଣସି ମନୁଷ୍ୟ ନାହିଁ। Viz kapitola |