Online Bible

- Reklamy -




2 ରାଜାବଳୀ 7:8 - ଓଡିଆ ବାଇବେଲ

8 ଏଥିଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ବୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ବୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇ ଯାଇ ଲୁଚାଇ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ଵୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ଵୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇ ଯାଇ ଲୁଚାଇ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ବୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ବୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇଯାଇ ଲୁଚାଇ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

8 ଏହା ପରେ କୁଷ୍ଠୀମାନେ ଗୋଟିଏ ଶିବିର ଭିତରକୁ ଗଲେ ଏବଂ ଭୋଜନ ଓ ପାନ କଲେ। ଅଧିକନ୍ତୁ ସେମାନେ ସେହି ତମ୍ବୁରୁ ରୂପା, ସୁନା ଓ ବସ୍ତ୍ର ସେମାନଙ୍କ ପାଇଁ ନେଇ ପଳାଇଲେ ଏବଂ ସେହି ଜିନିଷଗୁଡ଼ିକୁ ଲୁଗ୍ଭଇ ରଖିଲେ। ତା'ପରେ ଶିବିରକୁ ଫେରି ଆସିଲେ ଓ ଅନ୍ୟ ଏକ ତମ୍ବୁ ଲୁଣ୍ଠନ କଲେ। ସେ ଦ୍ରବ୍ୟ ନେଇଯାଇ ତାକୁ ଲୁଗ୍ଭଇ ରଖିଲେ।

Viz kapitola kopírovat




2 ରାଜାବଳୀ 7:8

Následuj nás:

Reklamy


Reklamy