2 ରାଜାବଳୀ 8:1 - ଓଡିଆ ବାଇବେଲ1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକି କହିଥିଲେ, ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।” Viz kapitolaପବିତ୍ର ବାଇବଲ1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ର ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଲେ, “ତୁମ୍ଭେ ଓ ତୁମ୍ଭର ପରିବାର ଯାଇ ଅନ୍ୟ ଦେଶରେ ବାସ କରିବା ଉଚିତ୍। କାରଣ ସଦାପ୍ରଭୁ ଏହି ଦେଶରେ ଦୁର୍ଭିକ୍ଷ ପାଇଁ ଆଜ୍ଞା କରିଅଛନ୍ତି। ପୁଣି ଏହି ଦୁର୍ଭିକ୍ଷ ସାତ ବର୍ଷ ପାଇଁ ଏହି ଦେଶରେ ରହିବ।” Viz kapitola |