2 ରାଜାବଳୀ 8:19 - ଓଡିଆ ବାଇବେଲ19 ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ। Viz kapitolaପବିତ୍ର ବାଇବଲ19 ମାତ୍ର ସଦାପ୍ରଭୁ ଯିହୁଦାକୁ ବିନାଶ କଲେ ନାହିଁ, କାରଣ ସେ ଆପଣା ଦାସ ଦାଉଦଙ୍କୁ ପ୍ରତିଜ୍ଞା କରି କହିଥିଲେ ତାଙ୍କରି ପରିବାରମାନଙ୍କ ମଧ୍ୟରୁ ଜଣେ ସର୍ବଦା ରାଜା ହେବ। Viz kapitola |