Online Bible

- Reklamy -




2 ରାଜାବଳୀ 8:26 - ଓଡିଆ ବାଇବେଲ

26 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।

Viz kapitola kopírovat

ପବିତ୍ର ବାଇବଲ

26 ଅହସିୟଙ୍କୁ ଯେତେବେଳେ ବାଇଶି ବର୍ଷ ହୋଇଥିଲା, ସେ ଯିହୁଦାର ରାଜା ହେଲେ। ସେ ଯିରୁଶାଲମରେ ଏକ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଅଥଲିୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।

Viz kapitola kopírovat




2 ରାଜାବଳୀ 8:26

Následuj nás:

Reklamy


Reklamy