2 ରାଜାବଳୀ 8:29 - ଓଡିଆ ବାଇବେଲ29 ଏହେତୁ ଯୋରାମ୍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏହେତୁ ଯୋରାମ୍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏହେତୁ ଯୋରାମ୍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ। Viz kapitolaପବିତ୍ର ବାଇବଲ29 ରାଜା ଯୋରାମ, ସେ ତା'ର କ୍ଷତର ସୁସ୍ଥ ହେବା ପାଇଁ ଯିଷ୍ରିୟେଲକୁ ଫେରିଗଲେ। ଯୋରାମ ପୀଡ଼ିତ ହେବା ଯୋଗୁଁ, ଯିହୁଦାର ରାଜା ଅହସିୟ ଯିହୋରାମଙ୍କୁ ଦେଖା କରିବାକୁ ଯିଷ୍ରିୟେଲକୁ ଗଲେ। Viz kapitola |