2 ରାଜାବଳୀ 8:9 - ଓଡିଆ ବାଇବେଲ9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍ହଦଦ୍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ’ଣ ଏହି ପୀଡ଼ାରୁ ମୁକ୍ତ ହେବି ?’” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଉଷ୍ଟ୍ରର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, ଆପଣଙ୍କ ପୁତ୍ର ଅରାମର ରାଜା ବିନ୍ହଦଦ୍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍ହଦଦ୍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?’” Viz kapitolaପବିତ୍ର ବାଇବଲ9 ତେଣୁ ହସାୟେଲ ଇଲୀଶାୟଙ୍କୁ ସାକ୍ଷାତ କରିବାକୁ ଗଲେ। ଦମ୍ମେଶକର ସମସ୍ତ ଉତ୍ତମ ପଦାର୍ଥ ଉପହାର ସ୍ୱରୂପ ଗ୍ଭଳିଶ୍ଟି ଓଟ ଦ୍ୱାରା ନେଇ ତାଙ୍କ ସମ୍ମୁଖରେ ଉଭା ହୋଇ କହିଲେ, “ଆପଣଙ୍କ ପୁତ୍ର ବିନ୍ହଦଦ୍ ଅରାମର ରାଜା ଆପଣଙ୍କ ନିକଟକୁ ମୋତେ ପଠାଇଛନ୍ତି, ସେ ଜାଣିବାକୁ ଇଚ୍ଛା କରୁଛି, ମୁଁ କ’ଣ ଅସୁସ୍ଥତାଠାରୁ ଆରୋଗ୍ୟଲାଭ ହେବି କି?” Viz kapitola |