Online Bible

- Reklamy -




2 ରାଜାବଳୀ 9:15 - ଓଡିଆ ବାଇବେଲ

15 ମାତ୍ର ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, “ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ଯୋରାମ୍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ସଙ୍ଗେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରି ଯାଇଥିଲେ)। ପୁଣି ଯେହୂ କହିଲେ, “ଯେବେ ଏ ତୁମ୍ଭମାନଙ୍କ ମତ, ତେବେ ଯିଷ୍ରିୟେଲରେ ଏହା ଜଣାଇବା ପାଇଁ କାହାରିକୁ ନଗରର ବାହାରକୁ ପଳାଇ ଯିବାକୁ ନ ଦିଅ।”

Viz kapitola kopírovat

ପବିତ୍ର ବାଇବଲ

15 ରାଜା ଯୋରାମ ଅରାମର ରାଜା ହସାୟେଲଙ୍କ ବିରୁଦ୍ଧରେ ଯୁଦ୍ଧ କଲାବେଳେ ଅରାମୀୟମାନେ ତାଙ୍କୁ କ୍ଷତ ବିକ୍ଷତ କରିଦେଲେ। ସେ ସେହି କ୍ଷତରୁ ସୁସ୍ଥ ହେବା ପାଇଁ ଯିଷ୍ରିୟେଲକୁ ଗଲେ। ତେଣୁ ଯେହୂ ଦାସମାନଙ୍କୁ କହିଲେ, “ଯଦି ମୁଁ ରାଜା ବୋଲି ତୁମ୍ଭେମାନେ ଏକମତ ତେବେ କାହାରିକୁ ଯିଷ୍ରିୟେଲରେ ଜଣାଇବା ପାଇଁ ନଗର ବାହାରକୁ ଛାଡ଼ିଦିଅ ନାହିଁ।”

Viz kapitola kopírovat




2 ରାଜାବଳୀ 9:15

Následuj nás:

Reklamy


Reklamy