2 ରାଜାବଳୀ 9:16 - ଓଡିଆ ବାଇବେଲ16 ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍ଙ୍କୁ ଦେଖିବାକୁ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍ଙ୍କୁ ଦେଖିବାକୁ ଆସିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଯେହୂ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ; କାରଣ ସେସ୍ଥାନରେ ଯୋରାମ୍ ଶଯ୍ୟାଗତ ହୋଇଥିଲେ। ପୁଣି ଯିହୁଦାର ରାଜା ଅହସୀୟ ଯୋରାମ୍ଙ୍କୁ ଦେଖିବାକୁ ଆସିଥିଲେ। Viz kapitolaପବିତ୍ର ବାଇବଲ16 ଯୋରାମ ଯିଷ୍ରିୟେଲରେ ବିଶ୍ରାମ ନେଉଥିଲେ। ତେଣୁ ଯେହୂ ଆପଣା ରଥରେ ଚଢ଼ି ଯିଷ୍ରିୟେଲ ଯାତ୍ରା କଲେ। ଯିହୁଦାର ରାଜା ଅହସିୟ ମଧ୍ୟ ଯୋରାମକୁ ଦେଖିବାକୁ ଯିଷ୍ରିୟେଲ ଆସିଥିଲେ। Viz kapitola |