2 ରାଜାବଳୀ 9:2 - ଓଡିଆ ବାଇବେଲ2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟଙ୍କର ପୁତ୍ର ଯେହୂଙ୍କର ଅନ୍ଵେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକି ନେଇଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ। Viz kapitolaପବିତ୍ର ବାଇବଲ2 ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର, ଯିହୋଶାଫଟଙ୍କ ପୁତ୍ର ଯେହୂଙ୍କର ଅନ୍ୱେଷଣ କର। ତା'ପରେ କୋଠରୀ ଭିତରକୁ ଯାଇ ତାଙ୍କର ଭାଇମାନଙ୍କ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରୀକୁ ନେଇଯାଅ। Viz kapitola |