2 ରାଜାବଳୀ 9:27 - ଓଡିଆ ବାଇବେଲ27 ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ-ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, ତାହାକୁ ମଧ୍ୟ ରଥରେ ଆଘାତ କର; ତହୁଁ ସେମାନେ ଯିବ୍ଲୀୟମ୍ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ଯିହୁଦାର ରାଜା ଅହସୀୟ ଏହା ଦେଖି ଉଦ୍ୟାନ ଗୃହର ପଥ ଦେଇ ପଳାଇଲେ। ତହିଁରେ ଯେହୂ ତାଙ୍କର ପଛେ ପଛେ ଯାଇ କହିଲେ, “ତାହାକୁ ମଧ୍ୟ ରଥରେ ଆଘାତ କର।” ତହୁଁ ସେମାନେ ଯିବ୍ଲିୟିମ ନିକଟସ୍ଥ ଗୂର୍ ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ। ଆଉ ସେ ମଗିଦ୍ଦୋକୁ ପଳାଇ ସେଠାରେ ମଲେ। Viz kapitolaପବିତ୍ର ବାଇବଲ27 ଯିହୁଦାର ରାଜା ଅହସିୟ ଏହା ଦେଖି ପଳାୟନ କଲେ। ସେ ଉଦ୍ୟାନ ଗୃହ ଦେଇ ପଳାୟନ କରୁଥିବା ବେଳେ ଯେହୂ ତାଙ୍କ ପଛେ ପଛେ ଯାଇ କହିଲେ, “ଅହସିୟଙ୍କୁ ମଧ୍ୟ ସେହି ରଥରେ ଆଘାତ କର।” ତେଣୁ ସେମାନେ ଯିବଲିୟମ ନିକଟସ୍ଥ ଗୂର ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ ଓ ସେ ମଗିଦ୍ଦୋକୁ ପଳାଇ ସେଠାରେ ମୃତ୍ୟୁବରଣ କଲେ। Viz kapitola |