2 ରାଜାବଳୀ 9:36 - ଓଡିଆ ବାଇବେଲ36 ଏହେତୁ ସେମାନେ ଫେରି ଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ; Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏହେତୁ ସେମାନେ ଫେରି ଆସି ତାଙ୍କୁ ଜଣାଇଲେ। ତହିଁରେ ସେ କହିଲେ, ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ଵାରା ଏହା କହିଥିଲେ, ଯଥା, ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲର ମାଂସ ଖାଇବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏହେତୁ ସେମାନେ ଫେରିଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ; Viz kapitolaପବିତ୍ର ବାଇବଲ36 ତେଣୁ ସେମାନେ ଯେହୂ ନିକଟକୁ ଫେରି ଆସି ସବୁକଥା କହିଲେ। ଯେହୂ କହିଲେ, “ସଦାପ୍ରଭୁ ଆପଣା ଦାସ ତିଶ୍ବୀୟକୁ ଏଲିୟ ଏହି ବାର୍ତ୍ତା ଦେଇଥିଲେ। ଏଲିୟ କହିଥିଲେ, ‘କୁକୁରମାନେ ଯିଷ୍ରିୟେଲୀୟ ଭୂମିରେ ଇଷେବଲର ଶରୀରକୁ ଗ୍ଭଟି ଖାଇବେ। Viz kapitola |