୨ ପିତର 2:16 - ଓଡିଆ ବାଇବେଲ16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା । Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ଵରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା। Viz kapitolaପବିତ୍ର ବାଇବଲ (CL) NT (BSI)16 ଏହି ପାପ ଲାଗି ତିରସୃତ ହୋଇଥିଲା। ମନୁଷ୍ୟ ସ୍ୱରରେ ତା’ର ଗର୍ଦ୍ଦଭ କଥା କହି ଭାବବାଦୀକୁ ଉନ୍ମତ୍ତ କାର୍ଯ୍ୟରୁ କ୍ଷାନ୍ତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା। Viz kapitolaପବିତ୍ର ବାଇବଲ16 କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ୍ କରୁଛି। ଗଧ ସାଧାରଣ ଭାବରେ କଥା କହିପାରେ ନାହିଁ, କିନ୍ତୁ ସେହି ଗଧଟି ମଣିଷର ଭାଷାରେ କଥା କହିଲା ଓ ବିଲିୟାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା। Viz kapitola |