୨ ପିତର 2:18 - ଓଡିଆ ବାଇବେଲ18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ଵାରା ପ୍ରଲୋଭିତ କରନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)18 ସେମାନେ ଅହଙ୍କାରପୂର୍ଣ୍ଣ ନିରର୍ଥକ କଥା କହୁଥାଆନ୍ତି; ଭ୍ରାଷ୍ଟାଚାରୀମାନଙ୍କ ମଧ୍ୟରୁ ରକ୍ଷା ପାଇ ପଳାଇ ଆସୁଥିବା ଲୋକମାନଙ୍କୁ ନୀଚ ଶାରୀରିକ କାମନାର ମୋହ ଦେଖାଇ ଫନ୍ଦରେ ପକାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି; Viz kapitolaପବିତ୍ର ବାଇବଲ18 ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି। Viz kapitola |