୨ ପିତର 3:11 - ଓଡିଆ ବାଇବେଲ11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହିସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ଵରଙ୍କ ଯେଉଁ ଦିନରେ ଆକାଶମଣ୍ତଳ ଜ୍ଵଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ତ ଉତ୍ତାପରେ ତରଳିଯିବ, Viz kapitolaପବିତ୍ର ବାଇବଲ (CL) NT (BSI)11 ଯଦି ଏହିପରି ସବୁ ବିଷୟ ବିଲୁପ୍ତ ହେବ, ତେବେ ଭାବି ଦେଖ, ତୁମ୍ଭମାନଙ୍କର କି ପ୍ରକାର ଜୀବନ ହେବା ଉଚିତ। ତାହା ପବିତ୍ର ଓ ଈଶ୍ୱରଙ୍କଠାରେ ଉତ୍ସର୍ଗିତ ହେବା ଏକାନ୍ତ ଆବଶ୍ୟକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ, Viz kapitolaପବିତ୍ର ବାଇବଲ11 ମୁଁ କହିଲା ଭଳି, ଏପରି ଭାବରେ ସବୁକିଛି ନଷ୍ଟ ହୋଇଯିବ। ଅତଏବ, ତୁମ୍ଭେ କିପରି ଲୋକ ହେବା ଉଚିତ୍? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ୱରଙ୍କ ସେବା କରିବା ଉଚିତ୍। Viz kapitola |