2 ଶାମୁୟେଲ 1:24 - ଓଡିଆ ବାଇବେଲ24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ଵିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ଵର୍ଣ୍ଣ ଅଳଙ୍କାର ମଣ୍ତିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ। Viz kapitolaପବିତ୍ର ବାଇବଲ24 ହେ ଇସ୍ରାଏଲର କନ୍ୟାଗଣ ଶାଉଲଙ୍କ ପାଇଁ କ୍ରନ୍ଦନ କର। ସେ ତୁମ୍ଭମାନଙ୍କୁ ସିନ୍ଦୁରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ। ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ଖଚିତ କଲେ। Viz kapitola |