2 ଶାମୁୟେଲ 11:6 - ଓଡିଆ ବାଇବେଲ6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋ’ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, ହିତ୍ତୀୟ ଊରୀୟକୁ ମୋʼ କତିକି ପଠାଇଦିଅ। ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ କତିକି ପଠାଇଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା। Viz kapitolaପବିତ୍ର ବାଇବଲ6 ତା'ପରେ ଦାଉଦ ଯୋୟାବ ନିକଟକୁ ଏକ ବାର୍ତ୍ତା ପଠାଇଲେ, “ଊରିୟ ଓ ହିତ୍ତୀୟକୁ ମୋ’ ପାଖକୁ ପଠାଅ।” ତେଣୁ ଯୋୟାବ ଊରିୟକୁ ଦାଉଦଙ୍କ ନିକଟକୁ ପଠାଇଲେ। Viz kapitola |