2 ଶାମୁୟେଲ 12:20 - ଓଡିଆ ବାଇବେଲ20 ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରୁ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରୁ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ। Viz kapitolaପବିତ୍ର ବାଇବଲ20 ତା'ପରେ ଦାଉଦ ଉଠିଲେ, ଗାଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକୁ ଉପାସନା ପାଇଁ ଗଲେ। ତା'ପରେ ଘରକୁ ଯାଇ ଖାଇବାକୁ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ। Viz kapitola |