2 ଶାମୁୟେଲ 12:23 - ଓଡିଆ ବାଇବେଲ23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି ? ମୁଁ କି ତାକୁ ଫେରାଇ ଆଣି ପାରିବି ? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋ’ ନିକଟକୁ ଫେରି ଆସିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।” Viz kapitolaପବିତ୍ର ବାଇବଲ23 କିନ୍ତୁ ବର୍ତ୍ତମାନ ପିଲାଟି ମରିଅଛି, ମୁଁ କାହିଁକି ଆଉ ଉପବାସ କରିବି। ମୁଁ କ’ଣ ପିଲାଟିର ଜୀବନ ଫେରାଇ ଆଣି ପାରିବି। ଦିନେ ମୁଁ ତା’ ନିକଟକୁ ଯିବି କିନ୍ତୁ ସେ ମୋ’ ନିକଟକୁ ଆସି ପାରିବ ନାହିଁ।” Viz kapitola |