2 ଶାମୁୟେଲ 12:27 - ଓଡିଆ ବାଇବେଲ27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, ମୁଁ ରବ୍ବା ପ୍ରତିକୂଳରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ହସ୍ତଗତ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି। Viz kapitolaପବିତ୍ର ବାଇବଲ27 ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ସହିତ ଏହି ବାର୍ତ୍ତା ପଠାଇଲେ: “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଛି ଏବଂ ଏହାର ଜଳ ଯୋଗାଣକୁ ସୁରକ୍ଷା ଦେଉଥିବା ଦୁର୍ଗକୁ ଅକ୍ତିଆର କରିଛି। Viz kapitola |